20 October 2017
9:21:17 PM
Sambad News
ବାଲେଶ୍ଵର

ବାଲେଶ୍ୱର: ଟ୍ରକ୍‌ ଧକ୍କାରେ ୨ ବାଇକ୍‌ ଆରୋହୀ ମୃତ

By Sambad | Date: Jan 5 2017 8:21PM
ବାଲେଶ୍ୱର: ଟ୍ରକ୍‌ ଧକ୍କାରେ ୨ ବାଇକ୍‌ ଆରୋହୀ ମୃତ

ବାଲେଶ୍ୱର: ଚାନ୍ଦିପୁରସ୍ଥିତ ସତ୍ୟସାଇ ଇଞ୍ଜିନିୟରିଂ କଲେଜ ସମ୍ମୁଖରେ ଏକ ମର୍ମନ୍ତୁଦ ଦୁର୍ଘଟଣାରେ ୨ ଜଣ ପ୍ରାଣ ହରାଇଛନ୍ତି। ପ୍ରକାଶ ଯେ ଗୁରୁବାର ସଂଧ୍ୟାରେ ୨ ଜଣ ବାଇକ୍‌ରେ ଯାଉଥିବା ବେଳେ ଏକ ଟ୍ରକ୍‌ ଆସି ଧକ୍କା ଦେବାରୁ ବାଇକ୍‌ ଆରୋହୀଙ୍କର ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିଲା। ମୃତକଙ୍କ ପରିଚୟ ଏ ପର୍ଯ୍ୟନ୍ତ ଜଣା ପଡ଼ିନାହିଁ। 

image